ଫସିଯିବେ କି ଅଚ୍ୟୁତ ? | Odisha Reporter

Odisha Reporter
Odisha Reporter
90.2 هزار بار بازدید - 2 ماه پیش - ବିଜେଡିର ପୂର୍ବତନ ସାଂସଦ ଅଚ୍ୟୁତ ସାମନ୍ତଙ୍କ
ବିଜେଡିର ପୂର୍ବତନ ସାଂସଦ ଅଚ୍ୟୁତ ସାମନ୍ତଙ୍କ ପାଇଁ ବଢ଼ିଲା ଅଡ଼ୁଆ । ଚନ୍ଦକା ବନ୍ୟଜନ୍ତୁ ଡିଭିଜନ ଅଧୀନରେ ଥିବା ୪.୦୩୨ହେକ୍ଟର ଜଙ୍ଗଲ ଜମିର କିସମ ପରିବର୍ତ୍ତନ ପ୍ରକ୍ରିୟାରେ ସ୍ପଷ୍ଟୀକରଣ ନମିଳିବା ପର୍ଯ୍ୟନ୍ତ କୌଣସି ପଦକ୍ଷେପ ନନେବାକୁ ଜୁନ୍ ୨୧ ତାରିଖରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏନେଇ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ଜୁନ୍ ୨୧ ତାରିଖରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଜାରି କରି କହିଛନ୍ତି ।

Odisha Reporter is one of the best Odia news portal in Odisha. Get all the news updates in Odia.

ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |

YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: Facebook: OdishaReporter
Twitter: Twitter: OdishaReporter
Telegram: https://telegram.me/Odisha_Reporter_o...
Instagram: Instagram: odishareporter_official
#Odisha #OdishaReporter #KISS #LandScam #AchyutaSamanta #Bhubaneswar
2 ماه پیش در تاریخ 1403/04/03 منتشر شده است.
90,241 بـار بازدید شده
... بیشتر