Odisha Mo Jungle Jami Yojana SCAM : Apply Online, Benefits, Eligibility NEW LIST OF YOUR VILLAGE

SANJAY DAS
SANJAY DAS
103.8 هزار بار بازدید - 7 ماه پیش - BHUNAKSHA -
BHUNAKSHA - https://bhunakshaodisha.nic.in/
ଜଙ୍ଗଲ ଜମି ଉପରେ ସମସ୍ତ ଯୋଗ୍ୟ ବ୍ୟକ୍ତିଗତ ଓ ଗୋଷ୍ଠିଗତ ଅଧିକାରକୁ ସୁନିଶ୍ଟିତ କରିବା ଏହି ଯୋଜନାର ଲକ୍ଷ୍ୟ । ଏହା ସହିତ ସମସ୍ତ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ଗୁଡିକୁ ଏହି ଯୋଜନା ସହିତ ଯୋଡି ଜନଜାତି ମାନଙ୍କ ଜୀବିକାରେ ସ୍ଥାୟିତ୍ବ ସୃଷ୍ଟି କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯିବ। ସର୍ଭେ ହୋଇ ନ ଥିବା ଜଙ୍ଗଲ ଗାଁ ଗୁଡିକୁ ରାଜସ୍ବ ଗ୍ରାମର ମାନ୍ୟତା ପ୍ରଦାନ କରାଯିବ ।
ଏହି କାର୍ଯ୍ୟକ୍ରମରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ରାଜସ୍ବ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, UNDP, ବେସରକାରୀ ଅନୁଷ୍ଠାନ ବସୁନ୍ଧରା, ପ୍ରଦାନ ଆଦି ସଂସ୍ଥାର ପ୍ରତିନିଧି ଏବଂ ବିଭିନ୍ନ ଜିଲ୍ଲାର ଜନଜାତି ହିତାଧିକାରୀମାନେ ଉପସ୍ଥିତ ଥିଲେ । ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର କମିଶନର-ତଥା-ଶାସନ ସଚିବ ରୂପାରୋଶନ ସାହୁ ସ୍ବାଗତ ଭାଷଣ ଦେଇଥିଲେ ଓ ଅନୁସୂଚିତ ଜନଜାତି ବିଭାଗର ନିର୍ଦ୍ଦେଶକ ଇନ୍ଦ୍ରମଣୀ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ ।
#odishaeducation #sanjaydas #MOJUNGLEMOJAMI
#ODISHASARKAR
#ODISHANEWSCHEME
#ODISHAGOVERNMMENTSCHEME
#odishaeducation #educationalvideo #odianews

Disclaimer-  The video is made solely for educational purposes and is not created with an intent to harm, injure or defame any person, body of persons, association, company or anyone. Details in the video like Home address, Email addresses, Sign-in credentials, Phone numbers, Passport number, Bank account information are demo do not belong to a real human. Some contents are used for educational purposes under fair use. Under Section 107 of the Copyright Act 1976, allowance is made for "fair use" for purposes such as criticism, comment, news reporting, teaching, scholarship, and research. Fair use is a use permitted by copyright statute that might otherwise be infringing. Non-profit, educational or personal use tips the balance in favor of fair use. All credit for copyright material used in the video goes to the respected owner.
7 ماه پیش در تاریخ 1402/11/09 منتشر شده است.
103,888 بـار بازدید شده
... بیشتر