BAULA LO - Super Hit Raja Song ରଜ ଦୋଳି ଗୀତ - ବଉଳ ଲୋ (Vol- 1) | Rajo Song | Sidharth Music

Sidharrth TV
Sidharrth TV
4 میلیون بار بازدید - 8 سال پیش - ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ ।

ଆଷାଢ଼ ମାସରେ ପ୍ରଥମ ବର୍ଷାର ଆଗମନରେ ମେଘ ଓ ମାଟିର ମିଳନ ହୁଏ । ମାଟି ମା' ହୁଏ ରଜସ୍ୱଳା । କୃଷିପ୍ରଧାନ ଦେଶ ଭାବେ ଖ୍ୟାତି ଲାଭ କରିଥିବା ଆମଦେଶରେ ମାଟି ମା' ବହୁ କିସମର ଫସଲ ଫଳାଇ ଆମରି ହାତରେ ଅଜାଡ଼ି ଦିଏ । ମା'ଟିଏ ଯେମିତି ପ୍ରଜନନ ପୂର୍ବରୁ ବିଶ୍ରାମ ଆବଶ୍ୟକ କରେ, ସେମିତି ପ୍ରଜନନକ୍ଷମ ହେବାକୁ ଯାଉଥିବା ମାଟି ମା'କୁ ରଜ ତିନିଦିନ ବିଶ୍ରାମ ଦିଆଯାଏ ବୋଲି ବିଶ୍ୱାସ ଅଛି । ପହିଲି ରଜରେ ଆରମ୍ଭ ହୁଏ ପ୍ରସ୍ତୁତି ପର୍ବ ।

ତିନିଦିନ ଧରି ଧରଣୀ ମାତାକୁ ବିଶ୍ରାମ ଦିଆଯାଏ, ଯେଉଁଥିାଇଁ ଭୂ ଖନନ ବାରଣ କରାଯାଇଥାଏ । ମାତୃଜାତି ମଧ୍ୟରେ ଉତ୍ସାହ, ଉନ୍ମାଦନା ଓ ନୂତନ ଶକ୍ତି ଜାଗ୍ରତ କରିବା ପାଇଁ ପାଳନ କରାଯାଇଥାଏ ରଜପର୍ବ । କୁମାରୀମାନଙ୍କ ପାଇଁ ରଜପର୍ବ ହେଉଛି ତାଲିମ ପ୍ରଦାନକାରୀ ପର୍ବ । ଆଷାଢ଼ର ପହିଲି ବର୍ଷାରେ ମାଟି ମା'ର ପ୍ରଜନନ ଶକ୍ତି ଜାଗ୍ରତ ହୋଇଥାଏ, ଏହି କାରଣରୁ ଧରଣୀମାତାକୁ ରଜସ୍ୱଳା ସ୍ତ୍ରୀ ସହିତ ତୁଳନା କରାଯାଏ । ଅବିବାହିତା ଝିଅଙ୍କ ପାଇଁ ଗର୍ଭଧାରଣ କ୍ଷମତା ପ୍ରାପ୍ତିର ଏକ ସାଙ୍କେତିକ ପର୍ବ ହେଉଛି ରଜ ।

Song: Raja Doli Jhulilani
Album: Baula Lo
Singer: Sumitra Mahapatra
Video Artist: Mithi & Deepa
Music Director: Sadashiva Maharana
Lyrics: Prafulla Mohanty
Video Director: Santosh Sahoo
Producer: Sitaram Agrawal
Music Label: Sidharth Music


Enjoy and stay connected with us!!
Subscribe to YouTube Channel of Sambalpuri Songs (Sarthak Music) for getting new sambalpuri videos and songs.
YouTube Link: @sidharthsambalpuri

Subscribe to YouTube Channel of Sarthak Music for getting new movies, videos and songs.
YouTube Link: @officialsidharthtv

Subscribe to The Official YouTube Channel of Namita Agrawal for unlimited devotional songs.
YouTube Link: @namitaagrawal

Like us on Facebook
Facebook: sarthakmusiconline

Circle us on Google+ https://plus.google.com/u/0/b/1147511...
8 سال پیش در تاریخ 1395/02/07 منتشر شده است.
4,010,992 بـار بازدید شده
... بیشتر